ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳନ।
( ଦେଶମାତୃକାର ରକ୍ଷା ପାଇଁ ବ୍ରତୀ ହେବା ଦରକାର)
ଆସିକା : ତା ୨୭/୧୧ : ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ପୌରହିତ୍ୟରେ…
