ଆରମ୍ଭ ହେଲା ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା
କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା ଓ ୨୬ ବାଣିଜ୍ୟ ଛାତ୍ରଛାତ୍ରୀ।
କୋଦଳା (୦୨/୦୩/୨୦୨୩) (ଗଞ୍ଜାମ କୋଦଳା ରୁ କୃଷ୍ଣଚନ୍ଦ୍ର ପଲାଇ ଙ୍କ ରିପୋର୍ଟ ଆଇ ଜେ ବି ନିୟୁଜ)…
